ମାଥିଉ 23:37 - ପବିତ୍ର ବାଇବଲ37 “ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀ-ମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। Viz kapitolaଓଡିଆ ବାଇବେଲ37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)37 “ହେ ଯିରୂଶାଲମ, ହେ ଯିରୂଶାଲମ। ତୁମେ ଭାବବାଦୀମାନଙ୍କୁ ହତ୍ୟା କରୁଛ ଓ ଈଶ୍ୱରପ୍ରେରିତ ବାର୍ତ୍ତାବହମାନଙ୍କୁ ପଥର ଫୋପାଡ଼ି ମାରୁଛ। କୁକୁଡ଼ା ତା’ ଡ଼େଣା ତଳେ ଛୁଆମାନଙ୍କୁ ଧରି ରଖିବା ପରି, ତୁମ ଲୋକମାନଙ୍କୁ ମୋ’ ବାହୁ ଛାୟାତଳେ ରକ୍ଷା କରିବା ପାଇଁ ମୁଁ କେତେଥର ଚେଷ୍ଟା କରିଛି। କିନ୍ତୁ ତୁମେ ମୋତେ ତାହା କରିବାକୁ ଦେଇ ନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। Viz kapitola |