Online Bible

- Reklamy -




ମାଥିଉ 23:5 - ପବିତ୍ର ବାଇବଲ

5 “କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,

Viz kapitola kopírovat

ଓଡିଆ ବାଇବେଲ

5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ସେମାନେ ଲୋକଙ୍କୁ ଦେଖାଇବା ପାଇଁ ସବୁ କାମ କରିଥାନ୍ତି। ଦେଖ, ସେମାନେ ଶାସ୍ତ୍ର ବିନ ଲେଖା ହୋଇଥିବା କେଡ଼େ କେଡ଼େ କବଚ କପାଳ ଓ ବାହୁରେ ବାନ୍ଧିଛନ୍ତି। ପୁଣି ଦେଖ, ସେମାନଙ୍କ ପୋଷାକର ଝାଲର ସବୁ କେଡ଼େ ଲମ୍ବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,

Viz kapitola kopírovat




ମାଥିଉ 23:5

Následuj nás:

Reklamy


Reklamy