ମାଥିଉ 24:11 - ପବିତ୍ର ବାଇବଲ11 ଅନେକ ଭଣ୍ଡ ଭବିଷ୍ୟଦ୍ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ଅନେକ ଭଣ୍ତ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ, Viz kapitolaଓଡିଆ ବାଇବେଲ11 ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ, Viz kapitolaପବିତ୍ର ବାଇବଲ (CL) NT (BSI)11 ସେତେବେଳେ ଅନେକ ଭଣ୍ଡ ଭାବବାଦୀ ବାହାରି ଲୋକମାନଙ୍କୁ ବିଭ୍ରାନ୍ତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ, Viz kapitola |