Online Bible

- Reklamy -




ମାଥିଉ 24:24 - ପବିତ୍ର ବାଇବଲ

24 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନେ ବାହାରିବେ। ସେମାନେ ବହୁତ ବଡ଼ ବଡ଼ ଆଶ୍ଚର୍ଯ୍ୟଜନକ କାମ କରିବେ ଓ ଚମତ୍କାର ପ୍ରଦର୍ଶନ କରିବେ, ଯଦି ସମ୍ଭବ ହୁଏ, ତେବେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନଙ୍କୁ ମଧ୍ୟ ସେମାନେ ବୋକା ବନେଇ ଦେବାକୁ ଚେଷ୍ଟା କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 କାରଣ ଭଣ୍ତ ଖ୍ରୀଷ୍ଟମାନେ ଓ ଭଣ୍ତ ଭାବାବାଦୀ-ମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।

Viz kapitola kopírovat

ଓଡିଆ ବାଇବେଲ

24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 କାରଣ ନିଜକୁ ମସୀହ ବା ଭାବବାଦୀ ବୋଲାଉଥିବା ପ୍ରଚାରକମାନେ ସେତେବେଳେ ଦେଖାଦେବେ। ସେମାନେ ଅଲୌକିକ ଓ ବିସ୍ମୟଜନକ କାର୍ଯ୍ୟ ଦେଖାଇ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ଭଣ୍ଡାଇବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।

Viz kapitola kopírovat




ମାଥିଉ 24:24

Následuj nás:

Reklamy


Reklamy