ମାଥିଉ 24:26 - ପବିତ୍ର ବାଇବଲ26 “କିଛି ଲୋକେ ତୁମ୍ଭକୁ କହି ପାରନ୍ତି: ‘ଦେଖ, ଖ୍ରୀଷ୍ଟ ଜନବିହୀନ ମରୁଭୂମି ଅଞ୍ଚଳରେ ଅଛନ୍ତି!’ କିନ୍ତୁ ତୁମ୍ଭେ ଖ୍ରୀଷ୍ଟଙ୍କୁ ଖୋଜିବା ପାଇଁ ଜନବିହୀନ ମରୁଭୂମି ଅଞ୍ଚଳକୁ ଯିବ ନାହିଁ। ବା ସେମାନେ ତୁମ୍ଭକୁ କହି ପାରନ୍ତି: ‘ଖ୍ରୀଷ୍ଟ ସେହି କୋଠରୀରେ ଅଛନ୍ତି।’ କିନ୍ତୁ ତୁମ୍ଭେ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତିʼ, ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରିରେ ଅଛନ୍ତିʼ, ଯଦି ଏହା କହିବେ, ତେବେ ତାହା ବିଶ୍ଵାସ କର ନାହିଁ। Viz kapitolaଓଡିଆ ବାଇବେଲ26 ଅତଏବ, 'ଦେଖ, ସେ ପ୍ରାନ୍ତରରେ ଅଛନ୍ତି', ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; 'ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି', ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)26 “‘ଦେଖ, ସେ ମରୁଅଞ୍ଚଳରେ ଅଛନ୍ତି’ ବୋଲି ଯଦି ଲୋକେ କହିବେ, ସେଠିକି ଯାଅ ନାହିଁ। କିମ୍ବା ଯଦି ସେମାନେ କହିବେ, ‘ଦେଖ, ଏଠାରେ ସେ ଲୁଚିଛନ୍ତି’ - ସେମାନଙ୍କୁ ବିଶ୍ୱାସ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି,’ ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି,’ ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ। Viz kapitola |