ମାଥିଉ 24:27 - ପବିତ୍ର ବାଇବଲ27 ଆକାଶରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହୋଇ ପଶ୍ଚିମ ଆକାଶ ପର୍ଯ୍ୟନ୍ତ ବ୍ୟାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସେହିଭଳି ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟ-ପୁତ୍ରଙ୍କର ଆଗମନ ହେବ। Viz kapitolaଓଡିଆ ବାଇବେଲ27 କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)27 ବିଜୁଳି ଯେପରି ପୂର୍ବରୁ ପଶ୍ଚିମ ଯାଏ ଆକାଶକୁ ଝଲସାଇ ଦିଏ, ମନୁଷ୍ୟପୁତ୍ର ସେହିପରି ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ। Viz kapitola |