Online Bible

- Reklamy -




ମାଥିଉ 24:30 - ପବିତ୍ର ବାଇବଲ

30 “ସେତିକିବେଳେ ମନୁଷ୍ୟପୁତ୍ରଙ୍କ ଆସିବା ସଙ୍କେତ ଆକାଶରେ ଦେଖାଦେବ। ଜଗତର ସମସ୍ତ ଲୋକ ବିଳାପ କରିବେ। ଲୋକେ ତାହାଙ୍କୁ ଆକାଶରେ ମେଘମାଳା ଉପରେ ଆସୁଥିବାର ଦେଖିବେ। ମନୁଷ୍ୟପୁତ୍ର ଶକ୍ତି ଓ ମହାନ୍ ମହିମା ସହିତ ଆସିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହା-ପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।

Viz kapitola kopírovat

ଓଡିଆ ବାଇବେଲ

30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ତା’ପରେ ମନୁଷ୍ୟପୁତ୍ରଙ୍କ ସଙ୍କେତ ଆକାଶରେ ଦେଖାଯିବ ଏବଂ ମନୁଷ୍ୟପୁତ୍ର ମେଘମାଳା ମଧ୍ୟରେ ମହା ପରାକ୍ରମ ଓ ଗୌରବ ସହ ଆସୁଥିବା ଦେଖି ସବୁ ଜାତିର ଲୋକେ ବିଳାପ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।

Viz kapitola kopírovat




ମାଥିଉ 24:30

Následuj nás:

Reklamy


Reklamy