Online Bible

- Reklamy -




ମାଥିଉ 24:33 - ପବିତ୍ର ବାଇବଲ

33 ଠିକ୍ ସେହିଭଳି ମୁଁ କହିଥିବା କଥାଗୁଡ଼ିକ ଯେତେବେଳେ ଘଟିବାର ତୁମ୍ଭେ ଦେଖିବ, ତୁମ୍ଭେ ଜାଣିବ ଯେ ଖ୍ରୀଷ୍ଟଙ୍କ ଆସିବା ସମୟ ନିକଟ ହେଲାଣି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଦେଖିଲେ ସେ ଦ୍ଵାରର ସନ୍ନିକଟ, ଏହା ଜାଣ।

Viz kapitola kopírovat

ଓଡିଆ ବାଇବେଲ

33 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ଠିକ୍ ସେହିପରି ଏହିସବୁ ଘଟଣା ଦେଖିଲେ, ଅନ୍ତିମ କାଳର ଆରମ୍ଭ ହେଲା ବୋଲି ତୁମ୍ଭେମାନେ ଜାଣିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ।

Viz kapitola kopírovat




ମାଥିଉ 24:33

Následuj nás:

Reklamy


Reklamy