ମାଥିଉ 24:34 - ପବିତ୍ର ବାଇବଲ34 ମୁଁ ତୁମ୍ଭକୁ ସତ୍ୟ କହୁଛି। ବର୍ତ୍ତମାନର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitolaଓଡିଆ ବାଇବେଲ34 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)34 “ମନେରଖ, ବର୍ତ୍ତମାନ ଜୀବିତ ଥିବା ଲୋକମାନଙ୍କ ମଧ୍ୟରୁ ସମସ୍ତେ ମୃତ୍ୟୁଭୋଗ କରିବା ପୂର୍ବରୁ ଏହି ସମସ୍ତ ବିଷୟ ଘଟିଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitola |