ମାଥିଉ 24:38 - ପବିତ୍ର ବାଇବଲ38 ସେତେବେଳେ ବନ୍ୟା ଆସିବା ପୂର୍ବରୁ ଲୋକମାନେ ଭୋଜନପାନ କରୁଥିଲେ, ଲୋକେ ବିବାହ କରୁଥିଲେ ଏବଂ ପିଲାମାନଙ୍କୁ ବିବାହ ଦେଉଥିଲେ। ନୋହଙ୍କର ଜାହାଜରେ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଏସବୁ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ପ୍ରବୃତ୍ତ ଥିଲେ, Viz kapitolaଓଡିଆ ବାଇବେଲ38 କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ, Viz kapitolaପବିତ୍ର ବାଇବଲ (CL) NT (BSI)38 ଜଳପ୍ଲାବନ ପୂର୍ବେ ନୋହ ଜାହାଜରେ ପ୍ରବେଶ କରିବା ପର୍ଯ୍ୟନ୍ତ ଲୋକେ ଭୋଜନପାନ ଓ ବିବାହ ଆଦି କାର୍ଯ୍ୟରେ ବ୍ୟସ୍ତ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ, Viz kapitola |