Online Bible

- Reklamy -




ମାଥିଉ 24:39 - ପବିତ୍ର ବାଇବଲ

39 ଯାହାସବୁ ସେତେବେଳେ ଘଟି ଯାଉଥିଲା, ଲୋକେ ତାହା ଜାଣିପାରୁ ନ ଥିଲେ। ସେତିକିବେଳେ ବନ୍ୟା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହୋଇଗଲେ। “ମନୁଷ୍ୟପୁତ୍ର ଆସିବା ସମୟରେ ଠିକ୍ ସେହିପରି ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ପୁଣି ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାରେ ହେବ।

Viz kapitola kopírovat

ଓଡିଆ ବାଇବେଲ

39 ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ଜଳପ୍ଲାବନରେ ସେମାନେ ଭାସିଯିବା ପର୍ଯ୍ୟନ୍ତ କଅଣ ଘଟୁଛି, ଜାଣିପାରି ନ ଥିଲେ। ମନୁଷ୍ୟପୁତ୍ର ଆସିବାବେଳେ ଠିକ୍ ସେହିପରି ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ।

Viz kapitola kopírovat




ମାଥିଉ 24:39

Následuj nás:

Reklamy


Reklamy