Online Bible

- Reklamy -




ମାଥିଉ 24:44 - ପବିତ୍ର ବାଇବଲ

44 ଠିକ୍ ସେହିଭଳି ତୁମ୍ଭେ ଜାଗ୍ରତ ରୁହ। କାରଣ ତୁମ୍ଭେ ଯେତେବେଳେ ଆଶା କରୁ ନ ଥିବ, ଠିକ୍ ସେତେକି ବେଳେ ମନୁଷ୍ୟପୁତ୍ର ଆସିଯିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ଦଣ୍ତରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ଦଣ୍ତରେ ମନୁଷ୍ୟପୁତ୍ର ଆସିବେ।

Viz kapitola kopírovat

ଓଡିଆ ବାଇବେଲ

44 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

44 ତୁମ୍ଭେମାନେ ମଧ୍ୟ ସବୁବେଳେ ପ୍ରସ୍ତୁତ ହୋଇ ରହିଥାଅ। କାରଣ ତୁମେ ତାଙ୍କୁ ଅପେକ୍ଷା କରୁ ନ ଥିବା ସମୟରେ ସେ ଆସିଯାଇ ପାରନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”

Viz kapitola kopírovat




ମାଥିଉ 24:44

Následuj nás:

Reklamy


Reklamy