ମାଥିଉ 24:45 - ପବିତ୍ର ବାଇବଲ45 “କିଏ ବିଶ୍ୱାସ ଯୋଗ୍ୟ ଓ ବିଜ୍ଞ ଗ୍ଭକର? ଯିଏ ଅନ୍ୟ ଗ୍ଭକରମାନଙ୍କୁ ଠିକ୍ ସମୟରେ ସେମାନଙ୍କର ଖାଦ୍ୟ ଦେବ, ମାଲିକ ସେହିଭଳି ଗ୍ଭକରକୁ ବିଶ୍ୱାସ କରିଥା’ନ୍ତି। କିଏ ସେ ଗ୍ଭକର, ସେହି କାମ କରିବା ପାଇଁ, ସେ କେଉଁ ଗ୍ଭକରକୁ ବିଶ୍ୱାସ କରିବେ? Viz kapitolaପବିତ୍ର ବାଇବଲ (Re-edited) - (BSI)45 ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପଡ଼ି ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ଵସ୍ତ ଓ ବୁଦ୍ଧିମାନ ଦାସ କିଏ? Viz kapitolaଓଡିଆ ବାଇବେଲ45 ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ? Viz kapitolaପବିତ୍ର ବାଇବଲ (CL) NT (BSI)45 “କିଏ ତାହାହେଲେ ବିଶ୍ୱସ୍ତ ଓ ବୁଦ୍ଧିମାନ ଭୃତ୍ୟ? ଯାହା ଉପରେ ମାଲିକ ଅନ୍ୟ ଭୃତ୍ୟମାନଙ୍କୁ ଠିକ୍ ସମୟରେ ଖାଦ୍ୟ ଦେବା ଭାର ନ୍ୟସ୍ତ କରିଥାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 “ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ? Viz kapitola |