Online Bible

- Reklamy -




ମାଥିଉ 24:50 - ପବିତ୍ର ବାଇବଲ

50 ଗ୍ଭକରଟି ଆଶା କରି ନ ଥିବା ଦିନ ଓ ତାକୁ ଜଣା ନ ଥିବା ସମୟରେ ସେ ମାଲିକ ଆସି ପହଞ୍ଚିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ତ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ତରେ ତାହାର ପ୍ରଭୁ ଆସିବେ,

Viz kapitola kopírovat

ଓଡିଆ ବାଇବେଲ

50 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟରେ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

50 ସେ ଅପେକ୍ଷା କରୁ ନ ଥିବା ସମୟରେ ହଠାତ୍ ଦିନେ ଯେତେବେଳେ ମାଲିକ ଫେରି ଆସିବେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ,

Viz kapitola kopírovat




ମାଥିଉ 24:50

Následuj nás:

Reklamy


Reklamy