ମାଥିଉ 24:51 - ପବିତ୍ର ବାଇବଲ51 ମାଲିକ ତାକୁ କଠିନ ଶାସ୍ତି ଦେବେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠାରେ ଲୋକମାନେ କାନ୍ଦନ୍ତି ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରନ୍ତି ସେହି ସ୍ଥାନକୁ ପଠାଇଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)51 ପୁଣି ସେ ତାହାକୁ ଦ୍ଵିଖଣ୍ତ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ। Viz kapitolaଓଡିଆ ବାଇବେଲ51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । Viz kapitolaପବିତ୍ର ବାଇବଲ (CL) NT (BSI)51 ତାକୁ ସେ କଠୋର ଶାସ୍ତି ଦେବେ। ସେ ପ୍ରତାରକମାନଙ୍କର ଦୁର୍ଦ୍ଦଶା ଭୋଗ କରିବ ଏବଂ ଶେଷରେ ବିଳାପ କରି ଦାନ୍ତ ରଗଡ଼ିବା ତା’ ପକ୍ଷରେ ସାର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।” Viz kapitola |