ମାଥିଉ 25:1 - ପବିତ୍ର ବାଇବଲ1 “ସେ ସମୟରେ ସ୍ୱର୍ଗରାଜ୍ୟ, ବର ଖୋଜିବାକୁ ବାହାରିଥିବା ଦଶ ଜଣ କୁମାରୀ ଝିଅଙ୍କ ଭଳି ହେବ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସେମାନେ ତାହାଙ୍କ ସହିତ ଦୀପ ଆଣିଥିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ସ୍ଵର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ସଦୃଶ ହେବ; ସେମାନେ ଆପଣା ଆପଣା ପ୍ରଦୀପ ଘେନି ବରଙ୍କ ସହିତ ସାକ୍ଷାତ କରିବାକୁ ବାହାରିଲେ। Viz kapitolaଓଡିଆ ବାଇବେଲ1 ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 “ସେହି ସମୟରେ ସ୍ୱର୍ଗରାଜ୍ୟର ଆଗମନ ଏହିପରି ହେବ। “ଦଶଜଣ କୁମାରୀ ପ୍ରତ୍ୟେକ ଗୋଟିଏ ଗୋଟିଏ ଦୀପ ନେଇ ବରକୁ ପାଛୋଟି ଆଣିବାକୁ ଯାଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ। Viz kapitola |