Online Bible

- Reklamy -




ମାଥିଉ 25:14 - ପବିତ୍ର ବାଇବଲ

14 “ସ୍ୱର୍ଗରାଜ୍ୟ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସେହି ଲୋକ ଯିବା ପୂର୍ବରୁ ତା'ର ଗ୍ଭକରମାନଙ୍କୁ ଡାକି ତା'ର ଅନୁପସ୍ଥିତିରେ ସମସ୍ତ ସମ୍ପତ୍ତିର ଯତ୍ନ ନେବାକୁ କହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଆହ୍ଵାନ କରି ସେମାନଙ୍କ ହସ୍ତରେ ନିଜର ସର୍ବସ୍ଵ ସମର୍ପଣ କଲେ, ସ୍ଵର୍ଗରାଜ୍ୟ ସେହିପରି।

Viz kapitola kopírovat

ଓଡିଆ ବାଇବେଲ

14 କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ସେହିପରି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 “ସ୍ୱର୍ଗରାଜ୍ୟ କିପରି, ତା’ର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଏକଦା ଜଣେ ବ୍ୟକ୍ତି ଭୃତ୍ୟମାନଙ୍କ ହାତରେ ତାଙ୍କର ସମ୍ପତ୍ତି ଛାଡ଼ି ଦେଇ ବିଦେଶ ଯାତ୍ରା କରିବାକୁ ବାହାରିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 “ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ମଧ୍ୟ ସେହିପରି ଅଟେ।

Viz kapitola kopírovat




ମାଥିଉ 25:14

Následuj nás:

Reklamy


Reklamy