Online Bible

- Reklamy -




ମାଥିଉ 25:17 - ପବିତ୍ର ବାଇବଲ

17 ସେହିଭଳି ଯେଉଁ ଗ୍ଭକରଟି ଦୁଇ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମଧ୍ୟ ଟଙ୍କାକୁ ବ୍ୟବସାୟରେ ଲଗାଇ ଆଉ ଦୁଇ ତୋଡ଼ା ରୂପାଟଙ୍କା ଲାଭ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।

Viz kapitola kopírovat

ଓଡିଆ ବାଇବେଲ

17 ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସେହିପରି ଦୁଇ ହଜାର ମୁଦ୍ରା ପାଇଥିବା ଚାକର ଆଉ ଦୁଇ ହଜାର ଉପାର୍ଜନ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।

Viz kapitola kopírovat




ମାଥିଉ 25:17

Následuj nás:

Reklamy


Reklamy