ମାଥିଉ 25:18 - ପବିତ୍ର ବାଇବଲ18 କିନ୍ତୁ ଯେଉଁ ଲୋକଟି କେବଳ ଗୋଟିଏ ମାତ୍ର ତୋଡ଼ା ରୂପାଟଙ୍କା ପାଇଥିଲା, ସେ ଯାଇ ତା’ ମାଲିକର ଧନକୁ ନେଇ ମାଟିରେ ଗୋଟିଏ ଗାତ ଖୋଳି ସେଥିରେ ଲୁଗ୍ଭଇ ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା। Viz kapitolaଓଡିଆ ବାଇବେଲ18 ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା । Viz kapitolaପବିତ୍ର ବାଇବଲ (CL) NT (BSI)18 କିନ୍ତୁ ଯେଉଁ ଭୃତ୍ୟ ହଜାରେ ପାଇଥିଲା, ସେ ଗୋଟିଏ ଗାତ ଖୋଳି ମାଲିକଙ୍କ ସେହି ଧନକୁ ଲୁଚାଇ ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା। Viz kapitola |