ମାଥିଉ 25:21 - ପବିତ୍ର ବାଇବଲ21 “ମାଲିକ କହିଲେ, ‘ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ୱାସଯୋଗ୍ୟ ଲୋକ। ତୁମ୍ଭେ ଅଳ୍ପ ଟଙ୍କାରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ମୋ’ ଖୁସୀରେ ଭାଗୀ ହୁଅ।’ Viz kapitolaପବିତ୍ର ବାଇବଲ (Re-edited) - (BSI)21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। Viz kapitolaଓଡିଆ ବାଇବେଲ21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)21 ମାଲିକ ଖୁସି ହୋଇ କହିଲେ, ‘ଠିକ୍ କରିଛ, ତୁମେ ମୋର ଉପଯୁକ୍ତ ଓ ବିଶ୍ୱସ୍ତ ଦାସ। ତୁମେ ବିଶ୍ୱସ୍ତ ଭାବରେ ଅଳ୍ପ ଧନର କାରବାର କରିପାରିଥିବାରୁ ତୁମ ହାତରେ ବହୁତ ଧନ ଛାଡ଼ି ଦେବି। ଆସ, ମୋ’ ସହିତ ଆନନ୍ଦ କର।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। Viz kapitola |