ମାଥିଉ 25:25 - ପବିତ୍ର ବାଇବଲ25 ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚେଇ ଦେଲି। ଆପଣ ମୋତେ ଦେଇଥିବା ତୋଡ଼ା ଟଙ୍କା ନିଅନ୍ତୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ। Viz kapitolaଓଡିଆ ବାଇବେଲ25 ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)25 ସେଥିପାଇଁ ମୁଁ ଭୟ ପାଇ ଆପଣଙ୍କ ଟଙ୍କାକୁ ନେଇ ଭୂମିରେ ପୋତି ରଖିଥିଲି। ଦେଖନ୍ତୁ, ଆପଣଙ୍କର ସେହି ଟଙ୍କା।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ। Viz kapitola |