ମାଥିଉ 25:26 - ପବିତ୍ର ବାଇବଲ26 “ତା’ ମାଲିକ ତାକୁ କହିଲେ, ‘ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଗ୍ଭକର! ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନ ଥାଏ ସେଠାରେ ମଧ୍ୟ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନ ଥାଏ, ସେଠାରେ ଶସ୍ୟ ଏକାଠି କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ? Viz kapitolaଓଡିଆ ବାଇବେଲ26 କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କ'ଣ ଜାଣିଥିଲୁ ? Viz kapitolaପବିତ୍ର ବାଇବଲ (CL) NT (BSI)26 “ମାଲିକ କହିଲେ, ‘ଆରେ ଅଯୋଗ୍ୟ, ଅଳସୁଆ! ତୁ ପରା ଜାଣିଥିଲୁ, ମୁଁ ଯେଉଁଠି ବୁଣି ନ ଥାଏ, ସେଇଠି ଅମଳ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ? Viz kapitola |