ମାଥିଉ 25:27 - ପବିତ୍ର ବାଇବଲ27 ତେଣୁ ତୁମ୍ଭେ ମୋ’ ଟଙ୍କାକୁ ବ୍ୟାଙ୍କରେ ଜମା ରଖିଦେବା ଉଚିତ୍ ଥିଲା। ତା ହୋଇଥିଲେ ମୁଁ ଘରକୁ ଫେରିବା ପରେ ମୋ’ ଟଙ୍କା ଫେରି ପାଇଥା’ନ୍ତି। ତା’ ସହିତ ମୋ’ ଟଙ୍କାର ସୁଧ ମଧ୍ୟ ପାଇଥା’ନ୍ତି।’ Viz kapitolaପବିତ୍ର ବାଇବଲ (Re-edited) - (BSI)27 ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ତୋର ଉଚିତ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି। Viz kapitolaଓଡିଆ ବାଇବେଲ27 ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)27 ତେବେ ମୋ’ ଟଙ୍କା ନେଇ ତୁ ପୁଞ୍ଜିଲଗାଣ ପାଇଁ ଜମା କରି ଦେଇଥାନ୍ତୁ। ତାହାହେଲେ ତାକୁ ମୁଁ ସୁଧ ସହ ଫେରି ପାଇଥାନ୍ତି।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ୍ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି। Viz kapitola |