Online Bible

- Reklamy -




ମାଥିଉ 25:30 - ପବିତ୍ର ବାଇବଲ

30 ତା'ପରେ ମାଲିକ କହିଲେ, ‘ସେ ଅଦରକାରୀ ଗ୍ଭକରକୁ ବାହାରେ ଅନ୍ଧକାରରେ ପକେଇ ଦିଅ। ସେଠାରେ ଲୋକମାନେ କାନ୍ଦିବେ ଏବଂ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରିବେ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।

Viz kapitola kopírovat

ଓଡିଆ ବାଇବେଲ

30 ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ଏହି ଅଯୋଗ୍ୟ ଭୃତ୍ୟକୁ ବାହାର ଅନ୍ଧକାରକୁ ନେଇଯାଅ। ସେଠାରେ ସେ ରୋଦନ କରି ଦାନ୍ତ କଡ଼ମଡ଼ କରୁଥାଉ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”

Viz kapitola kopírovat




ମାଥିଉ 25:30

Následuj nás:

Reklamy


Reklamy