Online Bible

- Reklamy -




ମାଥିଉ 25:32 - ପବିତ୍ର ବାଇବଲ

32 ମନୁଷ୍ୟପୁତ୍ରଙ୍କ ଆଗରେ ଜଗତର ସବୁ ଲୋକେ ଏକାଠି ହେବେ। ତା'ପରେ ମନୁଷ୍ୟପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳରେ ବାଣ୍ଟି ଦେବେ। ଜଣେ ଜଗୁଆଳ ଯେପରି ଛେଳିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସେହିପରି ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଯେପରି ଛାଗଠାରୁ ମେଷ ପୃଥକ୍ କରେ, ସେହିପରି ସେ ସେମାନଙ୍କୁ ପରସ୍ପରଠାରୁ ପୃଥକ୍ କରି,

Viz kapitola kopírovat

ଓଡିଆ ବାଇବେଲ

32 ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ସବୁ ଜାତିର ଲୋକେ ତାଙ୍କ ସମ୍ମୁଖରେ ଏକତ୍ରିତ ହେବେ। ସେତେବେଳେ ମେଷପାଳକ ଯେପରି ଛେଳି ଓ ମେଣ୍ଢାମାନଙ୍କୁ ଅଲଗା କରିଦିଏ, ମନୁଷ୍ୟପୁତ୍ର ସେପରି ଲୋକମାନଙ୍କୁ ଦୁଇ ଦଳରେ ବିଭକ୍ତ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,

Viz kapitola kopírovat




ମାଥିଉ 25:32

Následuj nás:

Reklamy


Reklamy