Online Bible

- Reklamy -




ମାଥିଉ 25:34 - ପବିତ୍ର ବାଇବଲ

34 “ତା'ପରେ ରାଜା ତାହାଙ୍କ ଡାହାଣ ପଟରେ ଥିବା ଲୋକମାନଙ୍କୁ କହିବେ, ‘ଆସ, ମୋର ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ୱର ତୁମ୍ଭକୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହେବା କାଳରୁ ତୁମ୍ଭ ପାଇଁ ସେ ରାଜ୍ୟ ପ୍ରସ୍ତୁତ ହୋଇ ସାରିଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ଵସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦ-ପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିର ଅଧିକାରୀ ହୁଅଣ;

Viz kapitola kopírovat

ଓଡିଆ ବାଇବେଲ

34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ତା’ପରେ ତାଙ୍କର ଦକ୍ଷିଣରେ ଥିବା ଲୋକମାନଙ୍କୁ ରାଜା କହିବେ, ‘ଆସ, ତୁମ୍ଭମାନଙ୍କୁ ମୋ’ ପିତା ଆଶୀର୍ବାଦ କରିଛନ୍ତି। ସୃଷ୍ଟିର ଆରମ୍ଭରୁ ଯେଉଁ ରାଜ୍ୟ ତୁମ୍ଭମାନଙ୍କ ପାଇଁ ପ୍ରସ୍ତୁତ ହୋଇ ରହିଛି, ତାହାକୁ ଅଧିକାର କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;

Viz kapitola kopírovat




ମାଥିଉ 25:34

Následuj nás:

Reklamy


Reklamy