ମାଥିଉ 25:38 - ପବିତ୍ର ବାଇବଲ38 କେତେବେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂରରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡାକିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ପୋଷାକ ନ ଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦେଇଥିଲୁ? Viz kapitolaପବିତ୍ର ବାଇବଲ (Re-edited) - (BSI)38 ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ଵା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ? Viz kapitolaଓଡିଆ ବାଇବେଲ38 ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ ? କିମ୍ବା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ ? Viz kapitolaପବିତ୍ର ବାଇବଲ (CL) NT (BSI)38 କେବେ ଆପଣ ଅପରିଚିତ ହୋଇ ଆସିବାବେଳେ ଆପଣଙ୍କ ଆତିଥ୍ୟ କରିଛୁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ? Viz kapitola |