ମାଥିଉ 25:4 - ପବିତ୍ର ବାଇବଲ4 ଚତୁର ଝିଅ ପାଞ୍ଚ ଜଣ ଦୀପ ତ ନେଇଥିଲେ, ତା'ଛଡ଼ା କାଚ ପାତ୍ରରେ ଅଧିକ ତେଲ ନେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ। Viz kapitolaଓଡିଆ ବାଇବେଲ4 ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ । Viz kapitolaପବିତ୍ର ବାଇବଲ (CL) NT (BSI)4 ବୁଦ୍ଧିମତୀମାନେ ବୋତଲରେ ଅଧିକ ତେଲ ନେଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ। Viz kapitola |