ମାଥିଉ 25:41 - ପବିତ୍ର ବାଇବଲ41 “ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)41 ତତ୍ପରେ ସେ ବାମ ପାର୍ଶ୍ଵସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋʼ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନ; ଅଗ୍ନି ମଧ୍ୟକୁ ପ୍ରସ୍ଥାନ କର , Viz kapitolaଓଡିଆ ବାଇବେଲ41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର, Viz kapitolaପବିତ୍ର ବାଇବଲ (CL) NT (BSI)41 “ତା’ପରେ ବାମ ପାଶ୍ୱର୍ରେ ଥିବା ଲୋକମାନଙ୍କୁ ସେ କହିବେ, ‘ଆରେ ଅଭିଶପ୍ତଦଳ! ମୋ’ ସମ୍ମୁଖରୁ ଦୂର ହୁଅ। ଶୟତାନ ଓ ତା’ର ଅନୁଚରମାନଙ୍କ ପାଇଁ ଯେଉଁ ଚିର ଜ୍ୱଳନ୍ତ ଅଗ୍ନି ପ୍ରସ୍ତୁତ ହୋଇ ରହିଛି, ସେଠାକୁ ଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ, Viz kapitola |