Online Bible

- Reklamy -




ମାଥିଉ 25:43 - ପବିତ୍ର ବାଇବଲ

43 ମୁଁ ଶୋଷିଲା ଥିଲି କିନ୍ତୁ ତୁମ୍ଭେ ମୋତେ କିଛି ପିଇବାକୁ ଦେଇ ନ ଥିଲ। ମୁଁ ଏକୁଟିଆ ଘରଠାରୁ ଦୂରରେ ଥିଲି, କିନ୍ତୁ ତୁମ୍ଭେ ମୋତେ ଘର ଭିତରକୁ ଡାକିଲ ନାହିଁ, ମୋର ଲୁଗାପଟା ନ ଥିଲା, ମୋତେ ତୁମ୍ଭେ ପିନ୍ଧିବାକୁ କିଛି ଦେଇ ନ ଥିଲ। ମୁଁ ଅସୁସ୍ଥ ଥିଲି, ଓ କାରାଗାରରେ ଥିଲି ଓ ତୁମ୍ଭେ ମୋ’ ପାଇଁ ଚିନ୍ତା କରି ନ ଥିଲ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ପୀଡ଼ିତ ଓ କାରାଗାରସ୍ଥ ଥିଲି, ମୋତେ ସଂଖୋଳିଲ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

43 ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

43 ମୁଁ ଅପରିଚିତ ଥିବାବେଳେ ମୋର ଆତିଥ୍ୟ କରି ନାହଁ। ମୁଁ ଉଲଗ୍ନ ଥିବାବେଳେ ବସ୍ତ୍ର ପିନ୍ଧାଇ ନାହଁ। ଅସୁସ୍ଥ ଓ ବନ୍ଦୀ ଅବସ୍ଥାରେ ଥିବାବେଳେ ମୋର ଯତ୍ନ ନେଇ ନାହଁ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ।

Viz kapitola kopírovat




ମାଥିଉ 25:43

Následuj nás:

Reklamy


Reklamy