ମାଥିଉ 25:8 - ପବିତ୍ର ବାଇବଲ8 ବୋକୀ ଝିଅମାନେ ଚତୁର ଝିଅମାନଙ୍କୁ କହିଲେ, ‘ତୁମ୍ଭ ତେଲରୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତେଲ ପ୍ରାୟ ସରିଯାଇଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି। Viz kapitolaଓଡିଆ ବାଇବେଲ8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି । Viz kapitolaପବିତ୍ର ବାଇବଲ (CL) NT (BSI)8 ସେତେବେଳେ ବୁଦ୍ଧିହୀନା କମାରୀମାନେ ବୁଦ୍ଧିମତୀମାନଙ୍କୁ କହିଲେ, ‘ଆମକୁ କିଛି ଦେଇ ଦିଅ। ଆମ ଦୀପ ଲିଭି ଯାଉଛି।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି। Viz kapitola |