ମାଥିଉ 26:11 - ପବିତ୍ର ବାଇବଲ11 ଗରିବମାନେ ତ ସବୁବେଳେ ତୁମ୍ଭ ସହିତ ଅଛନ୍ତି। କିନ୍ତୁ ତୁମ୍ଭେ ମୋତେ ସବୁବେଳେ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି। Viz kapitolaଓଡିଆ ବାଇବେଲ11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି । Viz kapitolaପବିତ୍ର ବାଇବଲ (CL) NT (BSI)11 “ଗରିବମାନଙ୍କୁ ତୁମେ ସବୁବେଳେ ପାଇବ। କିନ୍ତୁ ମୋତେ ସବୁବେଳେ ପାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି। Viz kapitola |