ମାଥିଉ 26:12 - ପବିତ୍ର ବାଇବଲ12 ଏହି ସ୍ତ୍ରୀଲୋକ ମୋ’ ଦେହରେ ଅତର ଢାଳିଛି। ମୋର ସମାଧି ନିମନ୍ତେ ମୋତେ ପ୍ରସ୍ତୁତ କରିବା ପାଇଁ ସେ ଏହା କରିଛି, Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ, ସେ ମୋର ସମାଧି-କ୍ରିୟାସ୍ଵରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।ଯୋହ.୧୯:୩୮-୪୨ Viz kapitolaଓଡିଆ ବାଇବେଲ12 ଆଉ, ସେ ମୋର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)12 ମୋ’ ଉପରେ ସୁଗନ୍ଧି ତୈଳ ଢ଼ାଳି ସେ ମୋତେ ଅନ୍ତ୍ୟେଷ୍ଟି ପାଇଁ ପ୍ରସ୍ତୁତ କରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ସେ ମୋହର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି। Viz kapitola |