Online Bible

- Reklamy -




ମାଥିଉ 26:15 - ପବିତ୍ର ବାଇବଲ

15 ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରି‌ଶ୍‌ଟି ରୂପାଟଙ୍କା ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶଗୋଟି ରୌପ୍ୟମୁଦ୍ରା ତୌଲି କରି ଦେଲେ।

Viz kapitola kopírovat

ଓଡିଆ ବାଇବେଲ

15 ମୋତେ କ'ଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି । ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 “ଯୀଶୁଙ୍କୁ ଧରାଇ ଦେଲେ ମୋତେ କଅଣ ଦେବେ?” ସେମାନେ ତାଙ୍କୁ ତିରିଶଟି ରୌପ୍ୟମୁଦ୍ରା ଗଣିଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।

Viz kapitola kopírovat




ମାଥିଉ 26:15

Následuj nás:

Reklamy


Reklamy