Online Bible

- Reklamy -




ମାଥିଉ 26:17 - ପବିତ୍ର ବାଇବଲ

17 ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ନିସ୍ତାରଭୋଜି ଖାଇବାକୁ ଆପଣଙ୍କ ପାଇଁ ଆମ୍ଭେ ସବୁକିଛି ପ୍ରସ୍ତୁତ କରିବୁ। ଆପଣ କେଉଁଠାରେ ଭୋଜି ଖାଇବା ପାଇଁ ଗ୍ଭହାନ୍ତି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପରେ ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

Viz kapitola kopírovat

ଓଡିଆ ବାଇବେଲ

17 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 “ତାଡ଼ି ଶୂନ୍ୟ ରୋଟି” ପର୍ବର ପ୍ରଥମ ଦିବସରେ ଶିଷ୍ୟମାନେ ଆସି ଯୀଶୁଙ୍କୁ ପଚାରିଲେ, “ଆମେ କେଉଁଠାରେ ଆପଣଙ୍କ ପାଇଁ ନିସ୍ତାର ପର୍ବ ଭୋଜ ପ୍ରସ୍ତୁତ କରିବୁ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

Viz kapitola kopírovat




ମାଥିଉ 26:17

Následuj nás:

Reklamy


Reklamy