ମାଥିଉ 26:19 - ପବିତ୍ର ବାଇବଲ19 ଯୀଶୁଙ୍କ କହିବା ଅନୁସାରେ ଶିଷ୍ୟମାନେ କଲେ। ସେମାନେ ନିସ୍ତାରପର୍ବର ଭୋଜି ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ19 ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ଯୀଶୁ କହିବା ଅନୁଯାୟୀ ଶିଷ୍ୟମାନେ ନିସ୍ତାର ପର୍ବ ଭୋଜ ଆୟୋଜନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ। Viz kapitola |