ମାଥିଉ 26:20 - ପବିତ୍ର ବାଇବଲ20 ସନ୍ଧ୍ୟାବେଳେ ଯୀଶୁ ନିଜର ବାରଜଣଯାକ ଶିଷ୍ୟଙ୍କ ସହିତ ଖାଇବାକୁ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ଵାଦଶ ଶିଷ୍ୟଙ୍କ ସହିତ ଭୋଜନରେ ବସିଲେ। Viz kapitolaଓଡିଆ ବାଇବେଲ20 ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 ସନ୍ଧ୍ୟା ହୁଅନ୍ତେ ଯୀଶୁ ଓ ବାରଜଣ ଶିଷ୍ୟ ଭୋଜନରେ ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ। Viz kapitola |