Online Bible

- Reklamy -




ମାଥିଉ 26:21 - ପବିତ୍ର ବାଇବଲ

21 ସେମାନେ ଖାଉଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ତୁମ୍ଭମାନଙ୍କ ମଧ୍ୟରେ ଥିବା ବାରଜଣଙ୍କ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବ।

Viz kapitola kopírovat

ଓଡିଆ ବାଇବେଲ

21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ଭୋଜନ କଲାବେଳେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ ମଧ୍ୟରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”

Viz kapitola kopírovat




ମାଥିଉ 26:21

Následuj nás:

Reklamy


Reklamy