ମାଥିଉ 26:24 - ପବିତ୍ର ବାଇବଲ24 ମନୁଷ୍ୟପୁତ୍ର ଯିବେ ଓ ମରିଯିବେ। ଏହା ହିଁ ହେବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ମାରିବା ପାଇଁ ଶତ୍ରୁ ହାତରେ ଦେଇଦେବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନ ହୋଇଥିଲେ ବରଂ ଭଲ ହୋଇଥା’ନ୍ତା।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ଵାରା ମନୁଷ୍ୟପୁତ୍ର ଶତ୍ରୁହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ତର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା। Viz kapitolaଓଡିଆ ବାଇବେଲ24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା । Viz kapitolaପବିତ୍ର ବାଇବଲ (CL) NT (BSI)24 ଶାସ୍ତ୍ରର ଲେଖା ଅନୁଯାୟୀ ମନୁଷ୍ୟପୁତ୍ର ମୃତ୍ୟୁଭୋଗ କରିବେ, କିନ୍ତୁ ମନୁଷ୍ୟପୁତ୍ରଙ୍କୁ ଯେ ଧରାଇ ଦେବ, ତା’ର ଦଶା କେଡ଼େ ଭୟାବହ। କେବେ ଜନ୍ମ ନ ହୋଇଥିଲେ ତା’ ପକ୍ଷରେ ଭଲ ହୋଇଥାନ୍ତା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।” Viz kapitola |