ମାଥିଉ 26:27 - ପବିତ୍ର ବାଇବଲ27 ତା'ପରେ ସେ ଗୋଟିଏ ଗିନାରେ ଦ୍ରାକ୍ଷାରସ ନେଲେ, ଓ ଏଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେ ସମସ୍ତେ ଏଥିରୁ ପିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, ଏଥିରୁ ସମସ୍ତେ ପାନ କର, Viz kapitolaଓଡିଆ ବାଇବେଲ27 ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)27 ତା’ପରେ ସେ ପାନ ପାତ୍ର ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ତାହା ଶିଷ୍ୟମାନଙ୍କୁ ଦେଇ କହିଲେ, “ତୁମ୍ଭେମାନେ ସମସ୍ତେ ଏଥିରୁ ପାନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, Viz kapitola |