ମାଥିଉ 26:31 - ପବିତ୍ର ବାଇବଲ31 ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ମୋ’ ଉପରୁ ବିଶ୍ୱାସ ହରେଇ ବସିବ। ଶାସ୍ତ୍ରମାନଙ୍କରେ ଏ କଥା ଲେଖାଅଛି: ‘ମୁଁ ମେଷପାଳକଙ୍କୁ ମାରି ଦେବି ଏବଂ ମେଣ୍ଢାମାନେ ଏଣେତେଣେ ପଳେଇବେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ, । Viz kapitolaଓଡିଆ ବାଇବେଲ31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋଠାରେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ । Viz kapitolaପବିତ୍ର ବାଇବଲ (CL) NT (BSI)31 ଏହି ସମୟରେ ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମେ ସମସ୍ତେ ମୋତେ ଛାଡ଼ି ଚାଲିଯିବ। ଶାସ୍ତ୍ର କହେ, ‘ମୁଁ ମେଷପାଳକକୁ ବଧ କରିବି ଓ ମେଷମାନେ ଛିନ୍ନଭିନ୍ନ ହୋଇଯିବେ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ। Viz kapitola |