Online Bible

- Reklamy -




ମାଥିଉ 26:33 - ପବିତ୍ର ବାଇବଲ

33 ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ଆପଣଙ୍କ ଉପରୁ ବିଶ୍ୱାସ ହରେଇ ପାରନ୍ତି, କିନ୍ତୁ ମୁଁ କେବେ ହେଲେ ମୋର ବିଶ୍ୱାସ ହରାଇବି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ପିତର ଉଠି ଯୀଶୁଙ୍କୁ କହିଲେ, “ଅନ୍ୟ ସମସ୍ତେ ଆପଣଙ୍କୁ ଛାଡ଼ି ଚାଲିଗଲେ ସୁଦ୍ଧା ମୁଁ କଦାପି ଯିବି ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।

Viz kapitola kopírovat




ମାଥିଉ 26:33

Následuj nás:

Reklamy


Reklamy