ମାଥିଉ 26:37 - ପବିତ୍ର ବାଇବଲ37 ଯୀଶୁ ପିତର ଓ ଜେବଦୀଙ୍କ ଦୁଇ ପୁଅଙ୍କୁ ସାଙ୍ଗରେ ନେଲେ। ତା'ପରେ ଯୀଶୁ ଦୁଃଖ ଓ ବ୍ୟାକୁଳତା ଅନୁଭବ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ଘେନି ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)37 ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ତାଙ୍କ ସଙ୍ଗରେ ନେଲେ। ସେତେବେଳେ ଯୀଶୁ ଗଭୀର ଦୁଃଖ ଯନ୍ତ୍ରଣାରେ ବ୍ୟାକୁଳ ହୋଇ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ। Viz kapitola |