ମାଥିଉ 26:38 - ପବିତ୍ର ବାଇବଲ38 ଯୀଶୁ ସେମାନଙ୍କୁ କହିଲେ, “ମୋର ହୃଦୟ ଏତେ ଦୁଃଖରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ଯିବା ଉପରେ। ତୁମ୍ଭେମାନେ ମୋ’ ସହିତ ଏଠାରେ ଚେଇଁ କରି ରୁହ ଓ ଅପେକ୍ଷା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋʼ ସାଙ୍ଗରେ ଜାଗିଥାଅ। Viz kapitolaଓଡିଆ ବାଇବେଲ38 ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ । Viz kapitolaପବିତ୍ର ବାଇବଲ (CL) NT (BSI)38 ସେମାନଙ୍କୁ କହିଲେ, “ଦୁଃଖରେ ମୋ’ ହୃଦୟ ବିଦୀର୍ଣ୍ଣ ହେଉଛି। ଏଠାରେ ତୁମେ ମୋ’ ସହିତ ଜାଗି ରୁହ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେତେବେଳେ ସେ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।” Viz kapitola |