ମାଥିଉ 26:48 - ପବିତ୍ର ବାଇବଲ48 ଯିହୂଦା ଲୋକମାନଙ୍କୁ ଯୀଶୁ କିଏ ବୋଲି ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ବତେଇ ଦେଲେ। ସେ କହିଲେ, “ମୁଁ ଯାହାକୁ ଚୁମ୍ବନ କରିବି, ସେ ସେହି ଲୋକ। ତାକୁ ବନ୍ଦୀ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)48 ଆଉ, ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ଵନ କରିବି, ସେ ସେହି, ତାହାଙ୍କୁ ଧରିବ। Viz kapitolaଓଡିଆ ବାଇବେଲ48 ଆଉ, ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି, ତାହାଙ୍କୁ ଧରିବ । Viz kapitolaପବିତ୍ର ବାଇବଲ (CL) NT (BSI)48 ବିଶ୍ୱାସଘାତକ ଯିହୁଦା ସେମାନଙ୍କୁ ଗୋଟିଏ ସଙ୍କେତ ଦେବା ପାଇଁ ଠିକ୍ କରିଥିଲା। ସେ ସେମାନଙ୍କୁ କହିଥିଲା, ‘ଯେଉଁ ବ୍ୟକ୍ତିଙ୍କୁ ମୁଁ ଚୁମ୍ବନ ଦେବି, ତାଙ୍କୁ ମୁଁ ତୁମେ ଖୋଜୁଛ। ତାଙ୍କୁ ଧର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଆଉ, ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି, ତାହାଙ୍କୁ ଧରିବ। Viz kapitola |