ମାଥିଉ 26:50 - ପବିତ୍ର ବାଇବଲ50 ଯୀଶୁ କହିଲେ, “ବନ୍ଧୁ ତୁମ୍ଭେ ଯେଉଁ କାମରେ ଆସିଛ, ତାହା କର!” ତା'ପରେ ଯିହୂଦାଙ୍କ ସହିତ ଆସିଥିବା ଲୋକମାନେ ସେଠାରେ ପହଞ୍ଚି ଯାଇ ଯୀଶୁଙ୍କୁ ବନ୍ଦୀ କରି ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)50 କିନ୍ତୁ ଯୀଶୁ ତାହାକୁ କହିଲେ, ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର। ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ। Viz kapitolaଓଡିଆ ବାଇବେଲ50 କିନ୍ତୁ ଯୀଶୁ ତାହାକୁ କହିଲେ, ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର । ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ । Viz kapitolaପବିତ୍ର ବାଇବଲ (CL) NT (BSI)50 ଯୀଶୁ ତାକୁ କହିଲେ, “ବନ୍ଧୁ, ତୁମ କାମ ଶୀଘ୍ର ସାର।” ଏହା ପରେ ସେମାନେ ଯୀଶୁଙ୍କୁ ଧରି ପକାଇ ବନ୍ଦୀ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର।” ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ। Viz kapitola |