Online Bible

- Reklamy -




ମାଥିଉ 26:54 - ପବିତ୍ର ବାଇବଲ

54 କିନ୍ତୁ ମୁଁ ତା’ କଲେ ଧର୍ମଶାସ୍ତ୍ର କିପରି ସମ୍ପୂର୍ଣ୍ଣ ହେବ? ସବୁକଥା ଏହିଭଳି ଭାବରେ ଘଟିବ ବୋଲି ଶାସ୍ତ୍ରରେ ଲେଖା ଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କିପ୍ରକାର ସଫଳ ହେବ?

Viz kapitola kopírovat

ଓଡିଆ ବାଇବେଲ

54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

54 କିନ୍ତୁ ତାହାହେଲେ ଏହିସବୁ ଘଟିବ ବୋଲି ଶାସ୍ତ୍ରରେ ଯାହା ଲେଖାଅଛି, ତାହା ସଫଳ ହେବ କିପରି?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?”

Viz kapitola kopírovat




ମାଥିଉ 26:54

Následuj nás:

Reklamy


Reklamy