ମାଥିଉ 26:56 - ପବିତ୍ର ବାଇବଲ56 କିନ୍ତୁ ଭବିଷ୍ୟଦ୍ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସେହିଭଳି ହେବା ପାଇଁ ଏହିସବୁ କଥା ଘଟିଲା,” ତା'ପରେ ସମସ୍ତ ଶିଷ୍ୟମାନେ ଯୀଶୁଙ୍କୁ ଛାଡ଼ି ପଳାଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ। Viz kapitolaଓଡିଆ ବାଇବେଲ56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)56 ସେ ଯାହାହେଉ, ଭାବବାଦୀମାନେ ଶାସ୍ତ୍ରରେ ଯାହା ଯାହା ଲେଖିଛନ୍ତି, ସେସବୁ ସଫଳ ହେବା ପାଇଁ ଏହା ଘଟିଛି।” ଏତିକିବେଳେ ଶିଷ୍ୟମାନେ ସମସ୍ତେ ଯୀଶୁଙ୍କୁ ଛାଡ଼ି ପଳାଇ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି।” ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ। Viz kapitola |