ମାଥିଉ 26:57 - ପବିତ୍ର ବାଇବଲ57 ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରି ନେଇଥିଲେ, ସେମାନେ ତାହାଙ୍କୁ ମହାଯାଜକ କୟାଫାଙ୍କ ଘରକୁ ନେଇଗଲେ। ସେଠାରେ ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ନେତାମାନେ ଏକାଠି ଜମା ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ଘେନିଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ। Viz kapitolaଓଡିଆ ବାଇବେଲ57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)57 ଯୀଶୁଙ୍କ ଗିରଫକାରୀମାନେ ତାଙ୍କୁ ପ୍ରଧାନ ଯାଜକ କୟାଫାଙ୍କ ଗୃହକୁ ନେଲେ। ସେଠାରେ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ। Viz kapitola |