ମାଥିଉ 26:58 - ପବିତ୍ର ବାଇବଲ58 ପିତର ଅଳ୍ପ ଦୂରରେ ରହି ମହାଯାଜକଙ୍କ ଅଗଣା ପର୍ଯ୍ୟନ୍ତ ଯୀଶୁଙ୍କ ପଛେ ପଛେ ଗଲେ। ଯୀଶୁଙ୍କର ପରିଣାମ କ’ଣ ହେବ, ତାହା ଦେଖିବା ପାଇଁ ସେ ଭିତରକୁ ଯାଇ ପ୍ରହରୀମାନଙ୍କ ମଧ୍ୟରେ ବସିପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)58 କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ। Viz kapitolaଓଡିଆ ବାଇବେଲ58 କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କ'ଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ । Viz kapitolaପବିତ୍ର ବାଇବଲ (CL) NT (BSI)58 ପିତର ଟିକିଏ ଦୂରରେ ରହି ଯୀଶୁଙ୍କୁ ଅନୁସରଣ କରୁଥିଲେ ଏବଂ ସେ କୟାଫାଙ୍କ ଗୃହର ପ୍ରାଙ୍ଗଣ ପର୍ଯ୍ୟନ୍ତ ଗଲେ। ଏସବୁ ଘଟଣାର ପରିଣତି କଅଣ ହେବ, ଦେଖିବା ପାଇଁ ପିତର ସେଠାରେ ପ୍ରହରୀମାନଙ୍କ ସହିତ ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ। Viz kapitola |